ଯଦିଓ ୧୮୫୭ ମସିହାର ସିପାହୀ ବିଦ୍ରୋହକୁ ପଲାସୀ ଯୁଦ୍ଧପରେ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମ ବୋଲି ଗଣନା କରାଯାଏ, କିନ୍ତୁ ଏହାର ୩୦ ପୂର୍ବରୁ ଜଣେ ଅଗ୍ରଣୀ ନେତା ଇଂରେଜମାନଙ୍କ ବିରୁଦ୍ଧରେ ଆନ୍ଦୋଳନ ଆରମ୍ଭ କରିଥିଲେ । ଏହି ବୀର ଜଣଙ୍କ ଆଉ କେହି ନୁହନ୍ତି, ସେ ହେଉଛନ୍ତି ବୀର ସୁରେନ୍ଦ୍ର ସାଏ । ଆଜିର ଦିନରେ ଅର୍ଥାତ ୨୩ ଜାନୁଆରୀ ୧୮୦୯ ମସିହାରେ ସମ୍ବଲପୁରଠାରେ ଜନ୍ମଗ୍ରହଣ କରିଥିବା ସୁରେନ୍ଦ୍ର ସାଏ ୧୮୨୭ ମସିହାରେ ସମ୍ବଲପୁରର...
Thursday, 23 January 2020
ବଡ଼ ଲୋକଙ୍କ ଜୀବନି: ବୀର ସୁରେନ୍ଦ୍ର ସାଏ
ସଂଗ୍ରାମ କେଶରୀ ସେନାପତି
12:55 pm
0