ଗପୁ- ଯେତେ ଗପିଲେ ବି ମୁଁ ଗପୁଥିବି


ଯେତେ ଗପିଲେ ବି ମୁଁ ଗପୁଥିବି ।

Shubhapallaba free eMagazine and online web Portal
Showing posts with label Tourism. Show all posts
Showing posts with label Tourism. Show all posts

Thursday, 9 March 2017

ବାବା ଆଖଣ୍ଡଳମଣୀଙ୍କର ଘର୍ଷଣ

ସଂଗ୍ରାମ କେଶରୀ ସେନାପତି 9:05 pm
ବାବା ଆଖଣ୍ଡଳମଣୀଙ୍କର ଘର୍ଷଣ
ଦେଶୀ ଗାଈର ଦୁଧ, ଘିଅ, ଦହି, ମହୁ ଓ ଶର୍କରା (ତୁଳସୀ) ଆଦି ପାଞ୍ଚଟି ଦ୍ରବ୍ୟର ମିଶ୍ରଣକୁ ପଞ୍ଚାମୃତ କୁହାଯାଏ । ପଞ୍ଚାମୃତର ମହତ୍ଵ ପଞ୍ଚଗବ୍ୟ ସହ ସମାନ ଅଟେ । ପଞ୍ଚାମୃତ ହିନ୍ଦୁ ସଂସ୍କୃତିରେ ବିଭିନ୍ନ ଧର୍ମକାଣ୍ଡରେ ବ୍ୟବହୃତ ହୁଏ । ଏଥିରେ ଦୁଧ, ଘିଅ, ତୁଳସୀପତ୍ର ତଥା ଗଙ୍ଗାଜଳ ମଧ୍ୟ ମିଶୁଥିବାରୁ ଏହା ଅମୃତ୍ୟ ତୁଲ୍ୟ ହୋଇଥାଏ । ଏ ସଂସାରରେ ଯେତେ ରସାୟନ (ଟନିକ୍) ଅଛି ତା ମଧ୍ୟରେ ପଞ୍ଚାମୃତ ହେଉଛି ଅଳ୍ପ ମୂଲ୍ୟରେ ପ୍ରସ୍ତୁତ ହେଉଥିବା ଅତି ଉତ୍କୃଷ୍ଟ ରସାୟନ । ଏହି ପଞ୍ଚାମୃତ ସକରାତ୍ମକ ଶକ୍ତି ଧାରଣ କରୁଥିବାରୁ ଦେବଦେବୀ ପୂଜା ପୂର୍ବରୁ ସେ ସ୍ଥାନରେ ଏହାକୁ ପ୍ରସ୍ତୁତ କରି ରଖାଯାଏ ।